ରାକ୍ଷୀ ଭିଜିଗଲା ଆଖି ଲୁହରେ

ଉଇକିପିଡ଼ିଆ‌ରୁ
ରାଖି ଭିଜିଗଲା ଆଖି ଲୁହରେ
ନିର୍ଦ୍ଦେଶକସଂଗ୍ରାମ ବିଶ୍ୱାଳ
ପ୍ରଯୋଜକସୁବ୍ରତ ସାମନ୍ତରାୟ
ସଂଳାପଶୀର୍ଷାନନ୍ଦ ଦାସ କାନୁନ୍‌ଗୋ
ଚିତ୍ରନାଟ୍ୟସଂଗ୍ରାମ ବିଶ୍ୱାଳ
କାହାଣୀସୁବ୍ରତ ସାମନ୍ତରାୟ
କଳାକାରସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ମିହିର ଦାସ, ଦେବୁ ବୋଷ
ସଙ୍ଗୀତଅରୁଣ ମହାନ୍ତି
ଚିତ୍ରଗ୍ରହଣଶାମ୍ବା ଶିବ ରାଓ
ସମ୍ପାଦକଦେବେନ ମିଶ୍ର
ମୁକ୍ତିଲାଭ ତାରିଖ
୧୯୯୯
ଦେଶ ଭାରତ
ଭାଷାଓଡ଼ିଆ

ରାଖି ଭିଜିଗଲା ଆଖି ଲୁହରେ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧][୨] ସୁବ୍ରତ ସାମନ୍ତରାୟ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ପ୍ରଯୋଜନା କରିଥିଲେ ।[୩] ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଂଗ୍ରାମ ବିଶ୍ୱାଳ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୩][୪][୫]

ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ମିହିର ଦାସ, ଦେବୁ ବୋଷ, ସରୋଜ ଦାସ, ମାମିନା, ରବି ମିଶ୍ର, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ନବନୀତା, ରାଇମୋହନ ପରିଡ଼ା, ରୁନୁ ପରିଜା, ଅସୀତ ପତି, ନିମାନନ୍ଦ ପାତ୍ର, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅରୁଣ ମହାନ୍ତିଶୀର୍ଷାନନ୍ଦ ଦାସ କାନୁନ୍‌ଗୋ, ନିଜାମ, ସୁଯୋଗ୍ୟ ସାମନ୍ତରାୟ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ସ୍ୱପ୍ନା ଅଗସ୍ତି, କୁମାର କଞ୍ଚନ, ଅମିତ କୁମାର, ଇରା ମହାନ୍ତି, ଅନୁରାଧା ପୌଡ଼ୱାଲ, କୁମାର ସାନୁ ଆଦି କଣ୍ଠଶିଳ୍ପୀମାନ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ଓଲିଉଡ଼୍‍ରେ ଏକ ଲମ୍ବା ଇନିଂସ ଖେଳିବାକୁ ପ୍ରସ୍ତୁତ ଏହି ନାୟକ | Sambad". Sambad (in Odia). ଓଡ଼ିଶା. 9 September 2018. Archived from the original on 13 September 2018. Retrieved 10 September 2018.{{cite news}}: CS1 maint: unrecognized language (link)
  2. "ରୂପେଲି ପରଦାକୁ କେବେ ଆଉ କେମିତି ଆସିଲା ରାକ୍ଷୀ: ପଢନ୍ତୁ ଏଇ କାହାଣୀ | News7". www.prameyanews7.com. Archived from the original on 30 September 2020. Retrieved 27 August 2018.
  3. ୩.୦ ୩.୧ ୩.୨ "ଓଲିଉଡର ଚର୍ଚ୍ଚିତ ଭାଇ-ଭଉଣୀ, ଯେଉଁମାନେ ପରଦାରେ ଜନପ୍ରିୟ | Sambad". Sambad. 25 August 2018. Archived from the original on 28 August 2018. Retrieved 27 August 2018.
  4. "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 March 2020. Retrieved 27 August 2018.
  5. "ସଂଗ୍ରାମଙ୍କ ସିନେମାରେ ନାହାନ୍ତି ବର୍ଷା". ନିର୍ଭୟ. 4 March 2023. p. 10. Archived from the original on 28 August 2023. Retrieved 28 August 2023.
  6. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  7. "ରୂପେଲୀ ପରଦାରେ ରାକ୍ଷୀ - SamajaLive.in". SamajaLive.in. 25 August 2018. Archived from the original on 28 August 2018. Retrieved 27 August 2018.
  8. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.

ବାହାର ଆଧାର[ସମ୍ପାଦନା]