ସତ ମିଛ

ଉଇକିପିଡ଼ିଆ‌ରୁ
ସତ ମିଛ
ନିର୍ଦ୍ଦେଶକରାଜୁ ମିଶ୍ର
ପ୍ରଯୋଜକପ୍ରମୋଦ କୁମାର ଦାସ
ସଂଳାପଶୀର୍ଷାନନ୍ଦ ଦାସ କାନୁନ୍‌ଗୋ
ଚିତ୍ରନାଟ୍ୟରାଜୁ ମିଶ୍ର
କାହାଣୀରାଜୁ ମିଶ୍ର
କଳାକାରସିଦ୍ଧାନ୍ତ ମହାପାତ୍ର
ଉତ୍ତମ ମହାନ୍ତି
ହରିହର
ଅପରାଜିତା ମହାନ୍ତି
ରାଇମୋହନ ପରିଡ଼ା
ସଙ୍ଗୀତରାଜୁ ମିଶ୍ର
ଚିତ୍ରଗ୍ରହଣରାଜୁ ମିଶ୍ର
ସମ୍ପାଦକଅଶୋକ ଶର୍ମା
ମୁକ୍ତିଲାଭ ତାରିଖ
୨୦୦୩
ଦେଶ ଭାରତ
ଭାଷାଓଡ଼ିଆ

ସତ ମିଛ, ୨୦୦୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରମୋଦ କୁମାର ଦାସ । ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରାଜୁ ମିଶ୍ର ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]

ସିଦ୍ଧାନ୍ତ ମହାପାତ୍ର, ସାହେଲି ମୁଖାର୍ଜୀ, ଉତ୍ତମ ମହାନ୍ତି, ହରିହର ମହାପାତ୍ର, ଅପରାଜିତା ମହାନ୍ତି, ରାଇମୋହନ ପରିଡ଼ା, ନମ୍ରତା ଦାସ, ହାଡ଼ୁ, ମାମିନା, କୁନି ମିଶ୍ର, ପ୍ରେମାଞ୍ଜନ ପରିଡ଼ା, ଶରତ ପୂଜାରୀ, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ରାଜୁ ମିଶ୍ର । ଗୀତିକାର ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଗୀତା ଦାଶ, ଲୋପିତା ମିଶ୍ର, ସୁନୀଲ ପରିଡ଼ା, ସୌରଭ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 March 2020. Retrieved 27 August 2018.
  2. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  3. "ଓଲିଉଡ୍‌କୁ ରାଇଙ୍କ ଲେଉଟାଣି". Dharitri.com (in Odia). Odisha. Archived from the original on 14 January 2019. Retrieved 14 January 2019.{{cite news}}: CS1 maint: unrecognized language (link)

ବାହାର ଆଧାର[ସମ୍ପାଦନା]