କୁଇନାପ୍ରିଲ
Clinical data | |
---|---|
Trade names | Accupril, others |
AHFS/Drugs.com | monograph |
MedlinePlus | a692026 |
Pregnancy category |
|
Routes of administration | By mouth |
ATC code | |
Legal status | |
Legal status |
|
Pharmacokinetic data | |
Protein binding | 97% |
Elimination half-life | 2 hours |
Identifiers | |
| |
CAS Number | |
PubChem CID | |
IUPHAR/BPS | |
DrugBank | |
ChemSpider | |
UNII | |
KEGG | |
ChEBI | |
ChEMBL | |
Chemical and physical data | |
Formula | C25H30N2O5 |
Molar mass | 438.516 g/mol |
3D model (JSmol) | |
Melting point | 120 to 130 °C (248 to 266 °F) |
| |
| |
(verify) |
କୁଇନାପ୍ରିଲ (ଇଂରାଜୀ ଭାଷାରେ Quinapril, ଏକ ବିକ୍ରୟ ନାମ ଆକୁପ୍ରିଲ/ Accupril) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଓ ମଧୁମେହ ବୃକ୍କ ରୋଗ (diabetic kidney disease) ଇତ୍ୟାଦି ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ ।[୧] ଉଚ୍ଚ ରକ୍ତଚାପ ରୋଗରେ ଏହା ଏକ ଉଚିତ ପ୍ରାରମ୍ଭିକ ଚିକିତ୍ସା । [୧] ଏହା ପାଟିରେ ଦିଆଯାଏ । [୧]
କୁଇନାପ୍ରିଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ମୁଣ୍ଡ ଓଜନିଆ, ଥକ୍କାଣ ଅନୁଭବ ଓ କାଶ ହୋଇପାରେ । [୧] ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ବୃକ୍କ ସମସ୍ୟା, ଯକୃତ ସମସ୍ୟ, ଅଳ୍ପ ରକ୍ତଚାପ (low blood pressure), ଅଧିକ ରକ୍ତ ପୋଟାସିଅମ (high blood potassium) ଓ ଆଞ୍ଜିଓଇଡିମା ହୋଇପାରେ ।[୧] ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଦିଆଯାଏ ନାହିଁ ।[୨] ଏହା ଏକ ଏସିଇ ଇନହିବିଟର (ACE inhibitor) ଓ ରେନିନ-ଆଞ୍ଜିଓଟେନସିନ ସିସ୍ଟମର (renin-angiotensin-aldosterone system) କାର୍ଯ୍ୟକୁ କମେଇଦେଇ କାର୍ଯ୍ୟକ୍ଷମ ହୁଏ ।[୧]
କୁଇନାପ୍ରିଲ ସନ ୧୯୮୦ରେ ପେଟେଣ୍ଟ ହେବା ପରେ ସନ ୧୯୮୯ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । [୩] ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ ।[୪] ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା ।[୪] ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୩.୫୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । [୫] ସନ ୨୦୧୬ରେ ଏହାର ୨ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୦୮ତମ ସ୍ଥାନରେ ଥଲା ।[୬]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Quinapril Hydrochloride Monograph for Professionals". Drugs.com (in ଇଂରାଜୀ). American Society of Health-System Pharmacists. Retrieved 3 March 2019.
- ↑ "Quinapril Pregnancy and Breastfeeding Warnings". Drugs.com (in ଇଂରାଜୀ). Retrieved 3 March 2019.
- ↑ Fischer, Jnos; Ganellin, C. Robin (2006). Analogue-based Drug Discovery (in ଇଂରାଜୀ). John Wiley & Sons. p. 468. ISBN 9783527607495.
- ↑ ୪.୦ ୪.୧ British national formulary : BNF 76 (76 ed.). Pharmaceutical Press. 2018. p. 172. ISBN 9780857113382.
- ↑ "NADAC as of 2019-02-27". Centers for Medicare and Medicaid Services (in ଇଂରାଜୀ). Archived from the original on 2019-03-06. Retrieved 3 March 2019.
- ↑ "The Top 300 of 2019". clincalc.com. Retrieved 22 December 2018.