ତ୍ରିଲୋଚନ ସେନାପତି

ଉଇକିପିଡ଼ିଆ‌ରୁ
ତ୍ରିଲୋଚନ ସେନାପତି
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଅକ୍ଷୟ ନାରାୟଣ ପ୍ରହରାଜ
ନିର୍ବାଚନ ମଣ୍ଡଳୀବସ୍ତା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୩ ଫେବୃଆରୀ ୧୯୯୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ତ୍ରିଲୋଚନ ସେନାପତି (ମୃତ୍ୟୁ: ୧୩ ଫେବୃଆରୀ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ତ୍ରିଲୋଚନ ସେନାପତି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ଭାରତ ସ୍ୱାଧୀନତା ପାଇ ସମ୍ବିଧାନ ପ୍ରଣୟନ ପରେ ୧୯୫୨ ମସିହାରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ତ୍ରିଲୋଚନ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ତ୍ରିଲୋଚନ ୧୯୯୦ ମସିହାର ଫେବୃଆରୀ ମାସ ୧୩ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର[ସମ୍ପାଦନା]

  1. "Late Trilochan Senapati". odishaassembly.nic.in. Odisha Assembly. Retrieved 15 June 2019.