ଜିତୁ ପଟ୍ଟନାୟକ
ଦେଖଣା
ଜିତୁ ପଟ୍ଟନାୟକ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଧନୁର୍ଜୟ ସିଦୁ |
ପର ଅଧିକାରୀ | ସନାତନ ମହାକୁଡ଼ |
ନିର୍ବାଚନ ମଣ୍ଡଳୀ | ଚମ୍ପୁଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ନଭେମ୍ବର ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ଜୀବନ ସାଥୀ | ସୁଜାତା ପଟ୍ଟନାୟକ |
ସନ୍ତାନ | ୧ ପୁଅ |
ବାପା/ବୋଉ | ବି. ଡି. ପଟ୍ଟନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜିତୁ ପଟ୍ଟନାୟକ (ଜନ୍ମ: ୦୨ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଜିତୁ ପଟ୍ଟନାୟକ ୧୯୫୫ ମସିହାର ନଭେମ୍ବର ମାସ ୨ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବି. ଡି. ପଟ୍ଟନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ସୁଜାତା ପଟ୍ଟନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Jitu Patnaik". odishaassembly.nic.in. Odisha Assembly. Retrieved 4 August 2019.