ଗୁରୁ ଚରଣ ନାଏକ

ଉଇକିପିଡ଼ିଆ‌ରୁ
ଗୁରୁ ଚରଣ ନାଏକ
ବିଧାୟକ: ୧ମ, ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୭
ପର ଅଧିକାରୀକ୍ଷେତ୍ର ମୋହନ ନାୟକ
ନିର୍ବାଚନ ମଣ୍ଡଳୀଚମ୍ପୁଆ
ସାଂସଦ: ୪ର୍ଥ ଲୋକ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୦
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀସହରାଇ ଓରାମ
ପର ଅଧିକାରୀସହରାଇ ଓରାମ
ନିର୍ବାଚନ ମଣ୍ଡଳୀଚମ୍ପୁଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1919-01-24) ୨୪ ଜାନୁଆରୀ ୧୯୧୯ (ବୟସ ୧୦୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ, ସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଅନ୍ନପୂର୍ଣ୍ଣା ନାଏକ
ସନ୍ତାନ୧ ପୁଅ
ବାପା/ବୋଉବୃନ୍ଦାବନ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଗୁରୁ ଚରଣ ନାଏକ (ଜନ୍ମ: ୨୪ ଜାନୁଆରୀ ୧୯୧୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ, ସ୍ୱତନ୍ତ୍ର ପାର୍ଟି ଏବଂ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ୪ଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସଭ୍ୟ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୨, ୧୯୫୭, ୧୯୬୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୬୭ ଭାରତୀୟ ସାଧାରଣ ନିର୍ବାଚନରେ ଗୁରୁ କେନ୍ଦୁଝର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଗୁରୁ ଚରଣ ନାଏକ ୧୯୧୯ ମସିହାର ଜାନୁଆରୀ ମାସ ୨୪ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବୃନ୍ଦାବନ ନାଏକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ । ତାଙ୍କ ପତ୍ନୀଙ୍କ ନାମ ଅନ୍ନପୂର୍ଣ୍ଣା ନାଏକ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Guru Charan Naik". odishaassembly.nic.in. Odisha Assembly. Retrieved 6 August 2019.