ମୂରଲୀଧର କୁଅଁର
ମୂରଲୀଧର କୁଅଁର | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପର ଅଧିକାରୀ | ରାଜବଲ୍ଲଭ ମିଶ୍ର |
ନିର୍ବାଚନ ମଣ୍ଡଳୀ | ରାମଚନ୍ଦ୍ରପୁର |
ବିଧାୟକ: ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୭ | |
ପୂର୍ବ ଅଧିକାରୀ | ରାଜବଲ୍ଲଭ ମିଶ୍ର |
ପର ଅଧିକାରୀ | କ୍ଷୀରୋଦ ପ୍ରସାଦ ସ୍ୱାଇଁ |
ନିର୍ବାଚନ ମଣ୍ଡଳୀ | ରାମଚନ୍ଦ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୭ ଜୁଲାଇ ୧୯୩୨ |
ମୃତ୍ୟୁ | ୩୧ ଅଗଷ୍ଟ ୨୦୧୮ | (ବୟସ ୮୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଉତ୍କଳ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସୁଶୀଳା କୁଆଁର |
ବାପା/ବୋଉ | ବଂଶୀଧର କୁଆଁର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମୂରଲୀଧର କୁଅଁର (୧୭ ଜୁଲାଇ ୧୯୩୨ - ୩୧ ଅଗଷ୍ଟ ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମୂରଲୀଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, କଂଗ୍ରେସ (ଆର୍) ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ତିନିଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ମୂରଲୀଧର କୁଅଁର ୧୯୩୨ ମସିହାର ଜୁଲାଇ ମାସ ୧୭ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବଂଶୀଧର କୁଆଁର । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧] ତାଙ୍କ ପତ୍ନୀଙ୍କ ନାମ ସୁଶୀଳା କୁଆଁର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମୂରଲୀଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଓ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Muralidhar Kuanr". odishaassembly.nic.in. Odisha Assembly. Retrieved 11 August 2019.