ଇଶ୍ୱର ନାଏକ
ଦେଖଣା
ଇଶ୍ୱର ନାଏକ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ଆସ୍କା-ସୁରୁଡ଼ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୧ ଜାନୁଆରୀ ୨୦୦୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ଇଶ୍ୱର ନାଏକ (ମୃତ୍ୟୁ: ୨୧ ଜାନୁଆରୀ ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତ ସ୍ୱାଧୀନ ହେବା ଆଗରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆସ୍କା-ସୁରୁଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଇଶ୍ୱର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନତା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]ଇଶ୍ୱର ନାଏକ ୨୦୦୪ ମସିହାର ଜାନୁଆରୀ ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Iswar Naik". odishaassembly.nic.in. Odisha Assembly. Retrieved 24 August 2019.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 22 December 2023.
{{cite book}}
: CS1 maint: unrecognized language (link)