ରାବଣେଶ୍ୱର ମଢ଼େଇ
ରାବଣେଶ୍ୱର ମଢ଼େଇ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ରୋହିଦାସ ସୋରେନ |
ପର ଅଧିକାରୀ | ଭାସ୍କର ମଢ଼େଇ |
ନିର୍ବାଚନ ମଣ୍ଡଳୀ | ଉଦଳା |
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ବୀରଭଦ୍ର ସିଂହ |
ପର ଅଧିକାରୀ | ରୋହିଦାସ ସୋରେନ |
ନିର୍ବାଚନ ମଣ୍ଡଳୀ | ଉଦଳା |
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ମନମୋହନ ଟୁଡୁ |
ପର ଅଧିକାରୀ | ବୀରଭଦ୍ର ସିଂହ |
ନିର୍ବାଚନ ମଣ୍ଡଳୀ | ଉଦଳା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଡିସେମ୍ବର ୧୯୩୬ |
ମୃତ୍ୟୁ | ୧୪ ଜୁନ ୨୦୧୪ | (ବୟସ ୭୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଇ) |
ଜୀବନ ସାଥୀ | ସାବିତ୍ରୀମଣି ମଢ଼େଇ |
ବାପା/ବୋଉ | ବିପ୍ର ମଢ଼େଇ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାବଣେଶ୍ୱର ମଢ଼େଇ (୨୮ ଡିସେମ୍ବର ୧୯୩୬ - ୧୪ ଜୁନ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରାବଣେଶ୍ୱର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ କଂଗ୍ରେସ (ଆଇ) କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଚାରିଥର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୪, ୧୯୮୦, ୧୯୮୫ ଓ ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୮ମ, ୯ମ, ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ରାବଣେଶ୍ୱର ମଢ଼େଇ ୧୯୩୬ ମସିହାର ଡିସେମ୍ବର ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିପ୍ର ମଢ଼େଇ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ । ତାଙ୍କ ପତ୍ନୀଙ୍କ ନାମ ସାବିତ୍ରୀମଣି ମଢ଼େଇ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାବଣେଶ୍ୱର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ କଂଗ୍ରେସ (ଇ)ର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ଉଦଳା | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ଉଦଳା | କଂଗ୍ରେସ (ଇ) |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ଉଦଳା | ଭାରତୀୟ ଜାତୀୟ କଂଗ୍ରେସ |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ଉଦଳା | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
[ସମ୍ପାଦନା]ରାବଣେଶ୍ୱର ମଢ଼େଇ ୨୦୧୪ ମସିହାର ଜୁନ ମାସ ୧୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Rabaneswar Madhei". odishaassembly.nic.in. Odisha Assembly. Retrieved 28 August 2019.