ଶ୍ରୀନାଥ ସୋରେନ

ଉଇକିପିଡ଼ିଆ‌ରୁ
ଶ୍ରୀନାଥ ସୋରେନ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ନିର୍ବାଚନ ମଣ୍ଡଳୀଉଦଳା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀମଇନା ସୋରେନ
ବାପା/ବୋଉରୂପେଇ ସୋରେନ (ବାପା)
ବୃତ୍ତିରାଜନୀତିଜ୍ଞ

ଶ୍ରୀନାଥ ସୋରେନ ଜଣେ ଓଡ଼ିଆ ରାଜନୀତିଜ୍ଞ । ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଶ୍ରୀନାଥ ସୋରେନଙ୍କ ବାପାଙ୍କ ନାମ ରୂପେଇ ସୋରେନ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ମଇନା ସୋରେନ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Shrinath Soren". odishaassembly.nic.in. Odisha Assembly. Retrieved 31 August 2019.