ଗୋଲକ ବିହାରୀ ନାଏକ

ଉଇକିପିଡ଼ିଆ‌ରୁ
ଗୋଲକ ବିହାରୀ ନାଏକ
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ନିର୍ବାଚନ ମଣ୍ଡଳୀଖୁଣ୍ଟା
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ନିର୍ବାଚନ ମଣ୍ଡଳୀଉଦଳା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1957-08-27)ଅଗଷ୍ଟ ୨୭, ୧୯୫୭
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜନତା ପାର୍ଟି
ଜୀବନ ସାଥୀସୁବାସିନୀ ନାଏକ
ବାପା/ବୋଉହରିହର ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଗୋଲକ ବିହାରୀ ନାଏକ (ଜନ୍ମ: ୨୭ ଅଗଷ୍ଟ ୧୯୫୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି ଏବଂ ପୂର୍ବରୁ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟାଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଗୋଲକ ବିହାରୀ ୧୯୫୭ ମସିହାର ଅଗଷ୍ଟ ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ନାଏକଙ୍କ ବାପାଙ୍କ ନାମ ହରିହର ନାଏକ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ । ତାଙ୍କ ପତ୍ନୀଙ୍କ ନାମ ସୁବାସିନୀ ନାଏକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Golak Bihari Naik". odishaassembly.nic.in. Odisha Assembly. Retrieved 1 September 2019.