ନଳିନୀ ଚନ୍ଦ୍ର ଭଞ୍ଜ ଦେଓ

ଉଇକିପିଡ଼ିଆ‌ରୁ
ଲାଲ ସାହେବ ନଳିନୀ ଚନ୍ଦ୍ର ଭଞ୍ଜ ଦେଓ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପର ଅଧିକାରୀପ୍ରଭାକର ବେହେରା
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୪ ନଭେମ୍ବର ୧୯୭୪
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଅଖିଳ ଭାରତୀୟ ଗଣ ପରିଷଦ
ଜୀବନ ସାଥୀଅକ୍ଷୟ କୁମାରୀ ଦେବୀ
ବାପା/ବୋଉଗିରିଶ ଚନ୍ଦ୍ର ଭଞ୍ଜଦେଓ (ବାପା)
ବୃତ୍ତିରାଜନୀତିଜ୍ଞ

ନଳିନୀ ଚନ୍ଦ୍ର ଭଞ୍ଜ ଦେଓ (ମୃତ୍ୟୁ: ୧୪ ନଭେମ୍ବର ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ନଳିନୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ନଳିନୀଙ୍କ ବାପାଙ୍କ ନାମ ଗିରିଶ ଚନ୍ଦ୍ର ଭଞ୍ଜଦେଓ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଅକ୍ଷୟ କୁମାରୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନଳିନୀ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Nalini Chandra Bhanj Deo". odishaassembly.nic.in. Odisha Assembly. Retrieved 3 September 2019.