କରୁଣାକର ନାଏକ

ଉଇକିପିଡ଼ିଆ‌ରୁ
କରୁଣାକର ନାଏକ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀପ୍ରଫୁଲ୍ଲ କୁମାର ଦାସ
ପର ଅଧିକାରୀରଘୁନାଥ ହେମ୍ବ୍ରମ
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀରଘୁନାଥ ହେମ୍ବ୍ରମ
ପର ଅଧିକାରୀରଘୁନାଥ ହେମ୍ବ୍ରମ
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1943-02-27)ଫେବୃଆରୀ ୨୭, ୧୯୪୩
ମୃତ୍ୟୁ୧୬ ମଇ ୧୯୯୯(1999-05-16) (ବୟସ ୫୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଅଞ୍ଜନା ନାଏକ
ବାପା/ବୋଉବିଦ୍ୟାଧର ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

କରୁଣାକର ନାଏକ (୨୭ ଫେବୃଆରୀ ୧୯୪୩ - ୧୬ ମଇ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । କରୁଣାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୪ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

କରୁଣାକର ନାଏକ ୧୯୪୩ ମସିହାର ଫେବୃଆରୀ ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଦ୍ୟାଧର ନାଏକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ । ତାଙ୍କ ପତ୍ନୀଙ୍କ ନାମ ଅଞ୍ଜନା ନାଏକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କରୁଣାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

କରୁଣାକର ୨୦୦୨ ମସିହାର ଜାନୁଆରୀ ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Karunakar Naik". odishaassembly.nic.in. Odisha Assembly. Retrieved 6 September 2019.