କରୁଣାକର ନାଏକ
କରୁଣାକର ନାଏକ | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ପ୍ରଫୁଲ୍ଲ କୁମାର ଦାସ |
ପର ଅଧିକାରୀ | ରଘୁନାଥ ହେମ୍ବ୍ରମ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ରଘୁନାଥ ହେମ୍ବ୍ରମ |
ପର ଅଧିକାରୀ | ରଘୁନାଥ ହେମ୍ବ୍ରମ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଫେବୃଆରୀ ୨୭, ୧୯୪୩ |
ମୃତ୍ୟୁ | ୧୬ ମଇ ୧୯୯୯ | (ବୟସ ୫୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଅଞ୍ଜନା ନାଏକ |
ବାପା/ବୋଉ | ବିଦ୍ୟାଧର ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କରୁଣାକର ନାଏକ (୨୭ ଫେବୃଆରୀ ୧୯୪୩ - ୧୬ ମଇ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । କରୁଣାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୪ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]କରୁଣାକର ନାଏକ ୧୯୪୩ ମସିହାର ଫେବୃଆରୀ ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଦ୍ୟାଧର ନାଏକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ । ତାଙ୍କ ପତ୍ନୀଙ୍କ ନାମ ଅଞ୍ଜନା ନାଏକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କରୁଣାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]କରୁଣାକର ୨୦୦୨ ମସିହାର ଜାନୁଆରୀ ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Karunakar Naik". odishaassembly.nic.in. Odisha Assembly. Retrieved 6 September 2019.