ବିଜୟ କୁମାର ନାୟକ
ଦେଖଣା
ବିଜୟ କୁମାର ନାୟକ | |
---|---|
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୫ | |
ପୂର୍ବ ଅଧିକାରୀ | ଅଜିତ ହେମ୍ବ୍ରମ |
ପର ଅଧିକାରୀ | ବାସନ୍ତି ହେମ୍ବ୍ରମ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୫ ମଇ ୧୯୭୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଭାଗ୍ୟବତୀ ନାୟକ |
ସନ୍ତାନ | ୧ ଝିଅ |
ବାପା/ବୋଉ | ମଣିଆ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିଜୟ କୁମାର ନାୟକ (ଜନ୍ମ: ୨୫ ମଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ବିଜୟ କୁମାର ନାୟକ ୧୯୭୩ ମସିହାର ମଇ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଣିଆ ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ଭାଗ୍ୟବତୀ ନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଜୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Bijay Kumar Nayak". odishaassembly.nic.in. Odisha Assembly. Retrieved 10 September 2019.