ଗିରିଶ ଚନ୍ଦ୍ର ରାୟ

ଉଇକିପିଡ଼ିଆ‌ରୁ
ଗିରିଶ ଚନ୍ଦ୍ର ରାୟ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପୂର୍ବ ଅଧିକାରୀହରିହର ମହାନ୍ତିସମଲ ମାଝି
ନିର୍ବାଚନ ମଣ୍ଡଳୀବାରିପଦା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୪ ମାର୍ଚ୍ଚ ୧୯୬୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀମନୋରମା ରାୟ
ବାପା/ବୋଉତାରିଣୀ ପ୍ରସାଦ ରାୟ
ବୃତ୍ତିରାଜନୀତିଜ୍ଞ

ଗିରିଶ ଚନ୍ଦ୍ର ରାୟ (ମୃତ୍ୟୁ: ୪ ମାର୍ଚ୍ଚ ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଗିରିଶ ଓଡ଼ିଶା ରାଜନୀତିରେ ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ୧ମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର[ସମ୍ପାଦନା]

ଗିରିଶ ଚନ୍ଦ୍ର ରାୟଙ୍କର ବାପାଙ୍କ ନାମ ତାରିଣୀ ପ୍ରସାଦ ରାୟ ଏବଂ ତାଙ୍କ ପତ୍ନୀଙ୍କ ନାମ ମନୋରମା ରାୟ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଗିରିଶ ଓଡ଼ିଶା ରାଜନୀତିରେ ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନ ଭାବର ପ୍ରଥମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]

୧୯୫୨ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଗିରିଶ ଚନ୍ଦ୍ର ରାୟ ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ସୁରେନ୍ଦ୍ର ସିଂହଙ୍କ ସହ ଯୁଗ୍ମ ଭାବରେ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ଗିରିଶ ୧୯୬୦ ମସିହାର ମାର୍ଚ୍ଚ ମାସ ୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Girish Chandra Roy". odishaassembly.nic.in. Odisha Assembly. Retrieved 13 September 2019.
  2. "Orissa 1951". Election Commission of India (in Indian English). Retrieved 2019-06-27.