ସମଲ ମାଝି

ଉଇକିପିଡ଼ିଆ‌ରୁ
ସମଲ ମାଝି
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପୂର୍ବ ଅଧିକାରୀଗିରିଶ ଚନ୍ଦ୍ର ରାୟ, ସୁରେନ୍ଦ୍ର ସିଂହ
ପର ଅଧିକାରୀସନ୍ତୋଷ କୁମାର ସାହୁ
ନିର୍ବାଚନ ମଣ୍ଡଳୀବାରିପଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1927-10-24)ଅକ୍ଟୋବର ୨୪, ୧୯୨୭
ମୃତ୍ୟୁ୨୧ ନଭେମ୍ବର ୨୦୧୭(2017-11-21) (ବୟସ ୯୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ଜୀବନ ସାଥୀପ୍ରଭାବତି କିସ୍କୁ
ବାପା/ବୋଉସମେଇ କିସ୍କୁ (ବାପା)
ବୃତ୍ତିରାଜନୀତିଜ୍ଞ

ସମଲ ମାଝି (୨୪ ଅକ୍ଟୋବର ୧୯୨୭ - ୨୧ ନଭେମ୍ବର ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସମଲ ୨ୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର[ସମ୍ପାଦନା]

ସମଲ ମାଝି ୧୯୨୭ ମସିହାର ଅକ୍ଟୋବର ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସମେଇ କିସ୍କୁ ଏବଂ ତାଙ୍କ ପତ୍ନୀଙ୍କ ନାମ ପ୍ରଭାବତି କିସ୍କୁ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲ ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସମଲ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧] ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମଲ ମାଝି ସ୍ୱାଧୀନର ପ୍ରାର୍ଥୀ ଭାବରେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ହରିହର ମହାନ୍ତି‌ଙ୍କ ସହ ଯୁଗ୍ମ ଭାବରେ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨][୩] ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ସମଲ ୨୦୧୭ ମସିହାର ନଭେମ୍ବର ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Samal Majhi". odishaassembly.nic.in. Odisha Assembly. Retrieved 14 September 2019.
  2. "Orissa 1957". Election Commission of India (in Indian English). Retrieved 2019-06-27.
  3. ଉଦ୍ଧବ ଚରଣ ନାୟକ (2013). ଓଡ଼ିଶା ରାଜନୀତିର ଇତିହାସ. ଭୁବନେଶ୍ୱର: ଆମ ଓଡ଼ିଶା. p. 118. Retrieved 15 September 2019.