ଦୁର୍ଗା ଚରଣ ନାୟକ
ଦେଖଣା
ଦୁର୍ଗା ଚରଣ ନାୟକ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ମୋଚିରାମ ତିରିୟା |
ପର ଅଧିକାରୀ | ଲାଲ ମୋହନ ନାୟକ |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ବିଳାସିନୀ ଦେଈ |
ବାପା/ବୋଉ | ଯୁଜେସ୍ତି ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦୁର୍ଗା ଚରଣ ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ଦୁର୍ଗା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦୁର୍ଗା ଚରଣ ନାୟକଙ୍କ ବାପାଙ୍କ ନାମ ଯୁଜେସ୍ତି ନାୟକ ଏବଂ ତାଙ୍କ ପତ୍ନୀଙ୍କ ନାମ ବିଳାସିନୀ ଦେଈ ।[୧] ବିମଳଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦୁର୍ଗା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Durga Charan Nayak". odishaassembly.nic.in. Odisha Assembly. Retrieved 3 October 2019.