ସୁନ୍ଦର ମୋହନ ମାଝି
ଦେଖଣା
ସୁନ୍ଦର ମୋହନ ମାଝି | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ସୁନ୍ଦର ମୋହନ ମାଝି |
ପର ଅଧିକାରୀ | ଶମ୍ଭୁନାଥ ନାୟକ |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୪୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଯମୁନା ଟୁଡୁ |
ବାପା/ବୋଉ | ରାଧାମୋହନ ଟୁଡୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁନ୍ଦର ମୋହନ ମାଝି (ଜନ୍ମ: ୧ ଜୁଲାଇ ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୁନ୍ଦର ମୋହନ ମାଝି ୧୯୪୨ ମସିହାର ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାମୋହନ ଟୁଡୁ ଏବଂ ତାଙ୍କ ପତ୍ନୀଙ୍କ ନାମ ଯମୁନା ଟୁଡୁ ।[୧] ସୁନ୍ଦର ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Sundar Mohan Majhi". odishaassembly.nic.in. Odisha Assembly. Retrieved 7 October 2019.