ଶମ୍ଭୁନାଥ ନାଏକ
ଦେଖଣା
ଶମ୍ଭୁନାଥ ନାଏକ | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ସୁନ୍ଦର ମୋହନ ମାଝି |
ପର ଅଧିକାରୀ | ମଙ୍ଗଳ ସିଂ ମୁଦି |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ମଙ୍ଗଳ ସିଂ ମୁଦି |
ପର ଅଧିକାରୀ | ଭାନୁଚରଣ ନାଏକ |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ଭାନୁଚରଣ ନାଏକ |
ପର ଅଧିକାରୀ | କମଳାକାନ୍ତ ନାୟକ |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୬ ଜୁନ ୧୯୪୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବାପା/ବୋଉ | କାଳିଚରଣ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶମ୍ଭୁନାଥ ନାଏକ (ଜନ୍ମ: ୨୬ ଜୁନ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶମ୍ଭୁନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶମ୍ଭୁନାଥ ନାଏକ ୧୯୪୯ ମସିହାର ଜୁନ ମାସ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାଳିଚରଣ ନାଏକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶମ୍ଭୁନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Shambhu Nath Naik". odishaassembly.nic.in. Odisha Assembly. Retrieved 15 October 2019.