ମାୟାଧର ସିଂହ

ଉଇକିପିଡ଼ିଆ‌ରୁ
ମାୟାଧର ସିଂହ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀପରମାନନ୍ଦ ମହାନ୍ତି
ପର ଅଧିକାରୀଗଦାଧର ଦତ୍ତ
ନିର୍ବାଚନ ମଣ୍ଡଳୀଧର୍ମଶାଳା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରମାରାଣୀ ସିଂହ
ବାପା/ବୋଉଗୁହିଗୁମାନ ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ମାୟାଧର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ । ମାୟାଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମାୟାଧର ସିଂହଙ୍କ ବାପାଙ୍କ ନାମ ଗୁହିଗୁମାନ ସିଂହ ଏବଂ ପତ୍ନୀଙ୍କ ନାମ ରମାରାଣୀ ସିଂହ ।[୧] ମାୟାଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍‌ରୁ କମ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମାୟାଧର ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Mayadhar Singh". odishaassembly.nic.in. Odisha Assembly. Retrieved 24 November 2019.