କୁଳମଣି ରାଉତ

ଉଇକିପିଡ଼ିଆ‌ରୁ
କୁଳମଣି ରାଉତ‌
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ନିର୍ବାଚନ ମଣ୍ଡଳୀବରୀ-ଡେରାବିଶ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1947-02-22) ୨୨ ଫେବୃଆରୀ ୧୯୪୭ (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀଶୈଳବାଳା ରାଉତ
ବାପା/ବୋଉସୁଦର୍ଶନ ରାଉତ (ବାପା)‌
ବୃତ୍ତିରାଜନୀତିଜ୍ଞ

କୁଳମଣି ରାଉତ‌ (ଜନ୍ମ: ୨୨ ଫେବୃଆରୀ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କୁଳମଣି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

କୁଳମଣି ରାଉତ‌ ୧୯୪୭ ମସିହାର ଫେବୃଆରୀ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ସୁଦର୍ଶନ ରାଉତ ଓ ପତ୍ନୀଙ୍କ ନାମ ଶୈଳବାଳା ରାଉତ ।[୧] କୁଳମଣିଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କୁଳମଣି ରାଉତ‌ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Kulamani Rout". odishaassembly.nic.in. Odisha Assembly. Retrieved 13 December 2019.