ପଦ୍ମନାଭ ରାୟ

ଉଇକିପିଡ଼ିଆ‌ରୁ
ପଦ୍ମନାଭ ରାୟ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀବାଙ୍କ ବିହାରୀ ଦାସ
ନିର୍ବାଚନ ମଣ୍ଡଳୀବିଞ୍ଝାରପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁଅକ୍ଟୋବର ୧୧, ୧୯୮୩(୧୯୮୩-୧୦-୧୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ପଦ୍ମନାଭ ରାୟ (ମୃତ୍ୟୁ: ୧୧ ଅକ୍ଟୋବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପଦ୍ମନାଭ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ଭାରତ ସ୍ୱାଧୀନ ହେବାପରେ ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପଦ୍ମନାଭ ରାୟ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]


ପରିବାର ଓ ଶିକ୍ଷା[ସମ୍ପାଦନା]

ପଦ୍ମନାଭ ରାୟ ୧୯୮୩ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ୧୯୮୪ ମସିହାର ଫେବୃଆରୀ ମାସ ୨୨ ତାରିଖରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Padmanava Roy". odishaassembly.nic.in. Odisha Assembly. Retrieved 17 December 2019.