ପବିତ୍ର ମୋହନ ଜେନା
ଦେଖଣା
ପବିତ୍ର ମୋହନ ଜେନା | |
---|---|
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | ବାଙ୍କ ବିହାରୀ ଦାସ |
ପର ଅଧିକାରୀ | ପବିତ୍ର ମୋହନ ଜେନା |
ନିର୍ବାଚନ ମଣ୍ଡଳୀ | ବିଞ୍ଝାରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୯୪୨ |
ମୃତ୍ୟୁ | ମଇ ୩୦, ୧୯୮୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ (ଆର୍) |
ଜୀବନ ସାଥୀ | ଇନ୍ଦୁମତି ଜେନା |
ବାପା/ବୋଉ | ବେଣୁ ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପବିତ୍ର ମୋହନ ଜେନା (ଜନ୍ମ: ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପବିତ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପବିତ୍ର ମୋହନ ଜେନା ୧୯୪୨ ମସିହାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବେଣୁ ଜେନା ଏବଂ ପତ୍ନୀଙ୍କ ନାମ ଇନ୍ଦୁମତି ଜେନା ।[୧] ପବିତ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପବିତ୍ର ମୋହନ ଜେନା ଓଡ଼ିଶା ରାଜନୀତିରେ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]