ଧୃବ ଚରଣ ସାହୁ

ଉଇକିପିଡ଼ିଆ‌ରୁ
ଧୃବ ଚରଣ ସାହୁ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀପ୍ରହଲ୍ଲାଦ ମଲ୍ଲିକ, ଦୀନବନ୍ଧୁ ସାହୁ
ପର ଅଧିକାରୀସରୋଜ କାନ୍ତ କାନୁନଗୋ
ନିର୍ବାଚନ ମଣ୍ଡଳୀକେନ୍ଦ୍ରାପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1915-04-11)ଅପ୍ରେଲ ୧୧, ୧୯୧୫
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରମା ଦେବୀ
ବାପା/ବୋଉଚକ୍ରଧର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ଧୃବ ଚରଣ ସାହୁ (ଜନ୍ମ: ୧୧ ଅପ୍ରେଲ ୧୯୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଧୃବଚରଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଧୃବ ଚରଣ ସାହୁ ୧୯୧୫ ମସିହାର ଅପ୍ରେଲ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଚକ୍ରଧର ସାହୁ ଏବଂ ପତ୍ନୀଙ୍କ ନାମ ରମା ଦେବୀ ।[୧] ଧୃବଚରଣଙ୍କର ପେଶାରେ ଜଣେ ଓକିଲ ଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଧୃବ ଚରଣ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Dhruba Charan Sahu". odishaassembly.nic.in. Odisha Assembly. Retrieved 25 December 2019.