କିଶୋର ଚନ୍ଦ୍ର ତରାଇ

ଉଇକିପିଡ଼ିଆ‌ରୁ
କିଶୋର ଚନ୍ଦ୍ର ତରାଇ‌
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀବେଦ ପ୍ରକାଶ ଅଗ୍ରୱାଲା
ପର ଅଧିକାରୀସିପ୍ରା ମଲ୍ଲିକ
ନିର୍ବାଚନ ମଣ୍ଡଳୀକେନ୍ଦ୍ରାପଡ଼ା
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୧୪ – ୨୦୦୧୯
ପୂର୍ବ ଅଧିକାରୀତପନ କୁମାର ଦାସ
ନିର୍ବାଚନ ମଣ୍ଡଳୀକେନ୍ଦ୍ରାପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1972-01-05) ୫ ଜାନୁଆରୀ ୧୯୭୨ (ବୟସ ୫୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉବିମ୍ବାଧର ତରାଇ (ବାପା)
ବୃତ୍ତିରାଜନୀତିଜ୍ଞ

କିଶୋର ଚନ୍ଦ୍ର ତରାଇ‌ (ଜନ୍ମ: ୫ ଜାନୁଆରୀ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । କିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୪ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ପଟ୍ଟାମୁଣ୍ଡାଇକେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧୩ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

କିଶୋର ଚନ୍ଦ୍ର ତରାଇ‌ ୧୯୭୨ ମସିହାର ଜାନୁଆରୀ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିମ୍ବାଧର ତରାଇ ।[୧] କିଶୋରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କିଶୋର ଚନ୍ଦ୍ର ତରାଇ‌ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Kishore Chandra Tarai". odishaassembly.nic.in. Odisha Assembly. Retrieved 28 December 2019.