ସୁରେନ୍ଦ୍ରନାଥ ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ସୁରେନ୍ଦ୍ରନାଥ ପଟ୍ଟନାୟକ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀପ୍ରଦୀପ୍ତ କିଶୋର ଦାସ, ବାଇଧର ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀମହମ୍ମଦ ଅତାହାର
ପର ଅଧିକାରୀବିରାଜ ପ୍ରସାଦ ରାୟ
ନିର୍ବାଚନ ମଣ୍ଡଳୀମାହାଙ୍ଗା
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀବାଇଧର ବେହେରା
ପର ଅଧିକାରୀବଟକୃଷ୍ଣ ଜେନା
ନିର୍ବାଚନ ମଣ୍ଡଳୀସାଲେପୁର
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀବଟକୃଷ୍ଣ ଜେନା
ପର ଅଧିକାରୀବଟକୃଷ୍ଣ ଜେନା
ନିର୍ବାଚନ ମଣ୍ଡଳୀକିଶାନ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1914-10-11)୧୧ ଅକ୍ଟୋବର ୧୯୧୪
ମୃତ୍ୟୁ୩୦ ଡିସେମ୍ବର ୧୯୯୦(1990-12-30) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନ କଂଗ୍ରେସ
ଜୀବନ ସାଥୀଶକୁନ୍ତଳା ପଟ୍ଟନାୟକ
ବାପା/ବୋଉକୃଷ୍ଣ ଚନ୍ଦ୍ର ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ସୁରେନ୍ଦ୍ରନାଥ ପଟ୍ଟନାୟକ (୧୧ ଅକ୍ଟୋବର ୧୯୧୪ - ୩୦ ଡିସେମ୍ବର ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସୁରେନ୍ଦ୍ରନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧ମ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୬୧ ଓ ୧୯୮୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ଏବଂ କିଶାନ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ୮ମ ଓଡ଼ିଶା ବିଧାନ ସଭା ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସୁରେନ୍ଦ୍ରନାଥ ପଟ୍ଟନାୟକ ୧୯୧୪ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୃଷ୍ଣ ଚନ୍ଦ୍ର ପଟ୍ଟନାୟକ ଏବଂ ପତ୍ନୀଙ୍କ ନାମ ଶକୁନ୍ତଳା ପଟ୍ଟନାୟକ ।[୧] ସୁରେନ୍ଦ୍ରନାଥଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ ଥିଲା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୁରେନ୍ଦ୍ରନାଥ ପଟ୍ଟନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଚାରିଥର ବିଧାୟକ ଭାବରେ ଏବଂ ୧୯୬୭ ମସିହାରୁ ୧୯୭୧ ମସିହାଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]


ମୃତ୍ୟୁ[ସମ୍ପାଦନା]

ସୁରେନ୍ଦ୍ରନାଥ ପଟ୍ଟନାୟକ ୧୯୯୦ ମସିହାର ଡିସେମ୍ବର ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Surendranath Patnaik". odishaassembly.nic.in. Odisha Assembly. Retrieved 2 January 2020. {{cite web}}: Cite has empty unknown parameter: |dead-url= (help)