ମାୟାଧର ସେଠୀ

ଉଇକିପିଡ଼ିଆ‌ରୁ
ମାୟାଧର ସେଠୀ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀକାଳନ୍ଦୀ ଚରଣ ବେହେରା
ପର ଅଧିକାରୀକାଳନ୍ଦୀ ଚରଣ ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1942-09-18)୧୮ ସେପ୍ଟେମ୍ବର ୧୯୪୨
ମୃତ୍ୟୁ୨୦ ଅପ୍ରେଲ ୨୦୦୫(2005-04-20) (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଉର୍ମିଳା କୁମାରୀ ସେଠୀ
ବାପା/ବୋଉବଳରାମ ସେଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ମାୟାଧର ସେଠୀ (୧୮ ସେପ୍ଟେମ୍ବର ୧୯୪୨ - ୨୦ ଅପ୍ରେଲ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମାୟାଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇରେ କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମାୟାଧର ସେଠୀ ୧୯୪୨ ମସିହାର ସେପ୍ଟେମ୍ବର ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳରାମ ସେଠୀ ଏବଂ ପତ୍ନୀଙ୍କ ନାମ ଉର୍ମିଳା କୁମାରୀ ସେଠୀ । ମାୟାଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ସ୍ନାତକ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ମାୟାଧର ସେଠୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ମାୟାଧର ସେଠୀ ୨୦୦୫ ମସିହାର ଅପ୍ରେଲ ମାସ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Mayadhar Sethi". odishaassembly.nic.in. Odisha Assembly. Retrieved 24 November 2019.