ଅକ୍ଷୟ କୁମାର ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ଅକ୍ଷୟ କୁମାର ପଟ୍ଟନାୟକ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀଯୋଗେଶ ଚନ୍ଦ୍ର ରାଉତ
ପର ଅଧିକାରୀଘନଶ୍ୟାମ ସାହୁ
ନିର୍ବାଚନ ମଣ୍ଡଳୀବାଙ୍କୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1947-06-27)ଜୁନ ୨୭, ୧୯୪୭
ମୃତ୍ୟୁ୩୦ ମାର୍ଚ୍ଚ ୨୦୦୨(2002-03-30) (ବୟସ ୫୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପୁଷ୍ପାଞ୍ଜଳୀ ପଟ୍ଟନାୟକ
ବାପା/ବୋଉସୁରେଶ ଚନ୍ଦ୍ର ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଅକ୍ଷୟ କୁମାର ପଟ୍ଟନାୟକ (୨୭ ଜୁନ ୧୯୪୭ - ୩୦ ମାର୍ଚ୍ଚ ୨୦୦୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଅକ୍ଷୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍କୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅକ୍ଷୟ କୁମାର ପଟ୍ଟନାୟକ ୧୯୪୭ ମସିହାର ଜୁନ ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁରେଶ ଚନ୍ଦ୍ର ପଟ୍ଟନାୟକ ଏବଂ ପତ୍ନୀଙ୍କ ନାମ ପୁଷ୍ପାଞ୍ଜଳୀ ପଟ୍ଟନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅକ୍ଷୟ କୁମାର ପଟ୍ଟନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅକ୍ଷୟ କୁମାର ପଟ୍ଟନାୟକ ୨୦୦୨ ମସିହାର ମାର୍ଚ୍ଚ ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Akshaya Kumar Patnaik". odishaassembly.nic.in. Odisha Assembly. Retrieved 27 February 2020.