ବିଦ୍ୟାଧର ନାଏକ

ଉଇକିପିଡ଼ିଆ‌ରୁ
ବିଦ୍ୟାଧର ନାଏକ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀକନକଲତା ଦେବୀ
ପର ଅଧିକାରୀପ୍ରତାପ ଚନ୍ଦ୍ର ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀବଡ଼ମ୍ବା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1920-09-20)ସେପ୍ଟେମ୍ବର ୨୦, ୧୯୨୦
ମୃତ୍ୟୁ୨୩ ଅପ୍ରେଲ ୨୦୦୭(2007-04-23) (ବୟସ ୮୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉହାତୀ ରାଉତରାୟ (ବାପା)
ବୃତ୍ତିରାଜନୀତିଜ୍ଞ

ବିଦ୍ୟାଧର ନାଏକ (୨୦ ସେପ୍ଟେମ୍ବର ୧୯୨୦ - ୨୩ ଅପ୍ରେଲ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ବିଦ୍ୟାଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବିଦ୍ୟାଧର ନାଏକ ୧୯୨୦ ମସିହାର ସେପ୍ଟେମ୍ବର ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହାତୀ ରାଉତରାୟ ।[୧] ବିଦ୍ୟାଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିଦ୍ୟାଧର ନାଏକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ବିଦ୍ୟାଧର ମାନସିଂହ ୨୦୦୭ ମସିହାର ଅପ୍ରେଲ ମାସ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Bidyadhar Naik". odishaassembly.nic.in. Odisha Assembly. Retrieved 8 March 2020.