ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ
ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ପଦ୍ମ ଚରଣ ନାୟକ |
ପର ଅଧିକାରୀ | ପ୍ରହଲ୍ଲାଦ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ରାଜନଗର |
ବିଧାୟକ: ୧ମ, ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୬୭ | |
ପର ଅଧିକାରୀ | ଦିବାକର ନାଥ ଶର୍ମା |
ନିର୍ବାଚନ ମଣ୍ଡଳୀ | ଆଳି |
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ) | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ପୂର୍ବ ଓଡ଼ିଶା (ଏଲ୍ ଏଚ୍) |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ଜୁଲାଇ ୧୯, ୧୯୮୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଏମ୍. ଏନ୍. ଦେବୀ |
ବାପା/ବୋଉ | ରାଜେନ୍ଦ୍ର ନାରାୟଣ ଭଞ୍ଜ ଦେଓ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ (ମୃତ୍ୟୁ: ୧୯ ଜୁଲାଇ ୧୯୮୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଶୈଳେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ଶୈଳେନ୍ଦ୍ର ସ୍ୱାଧୀନତା ପୂର୍ବରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଆଳି ଓ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓଙ୍କ ବାପାଙ୍କ ନାମ ରାଜେନ୍ଦ୍ର ନାରାୟଣ ଭଞ୍ଜ ଦେଓ ଏବଂ ପତ୍ନୀଙ୍କ ନାମ ଏମ୍. ଏନ୍. ଦେବୀ । ଶୈଳେନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ୫ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଶୈଳେନ୍ଦ୍ର ନାରାୟଣ ଭଞ୍ଜ ଦେଓ ୧୯୮୨ ମସିହାର ଜୁଲାଇ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Sailendra Narayan Bhanja Deo". odishaassembly.nic.in. Odisha Assembly. Retrieved 3 April 2020.