ସରସ୍ୱତୀ ଦେବୀ

ଉଇକିପିଡ଼ିଆ‌ରୁ
ସରସ୍ୱତୀ ଦେବୀ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଅନନ୍ତ ଚରଣ ତ୍ରିପାଠୀ
ନିର୍ବାଚନ ମଣ୍ଡଳୀରାଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1914-01-08)ଜାନୁଆରୀ ୮, ୧୯୧୪
ମୃତ୍ୟୁ୪ ଅପ୍ରେଲ ୨୦୦୧(2001-04-04) (ବୟସ ୮୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରଘୁନାଥ ମହାନ୍ତି
ବୃତ୍ତିରାଜନୀତିଜ୍ଞ

ସରସ୍ୱତୀ ଦେବୀ (୮ ଜାନୁଆରୀ ୧୯୧୪ - ୪ ଅପ୍ରେଲ ୨୦୦୧) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସରସ୍ୱତୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସରସ୍ୱତୀ ଦେବୀ ୧୯୧୪ ମସିହାର ଜାନୁଆରୀ ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତିଙ୍କ ନାମ ରଘୁନାଥ ମହାନ୍ତି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସରସ୍ୱତୀ ଦେବୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]


ମୃତ୍ୟୁ[ସମ୍ପାଦନା]

ସରସ୍ୱତୀ ଦେବୀ ୨୦୦୧ ମସିହାର ଅପ୍ରେଲ ମାସ ୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Saraswati Devi". odishaassembly.nic.in. Odisha Assembly. Retrieved 4 April 2020.