ଧ୍ରୁବ ଚରଣ ସାହୁ
ଦେଖଣା
ଧ୍ରୁବ ଚରଣ ସାହୁ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଅଂଶୁମାନ ମହାନ୍ତି |
ନିର୍ବାଚନ ମଣ୍ଡଳୀ | ରାଜନଗର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ଅଗଷ୍ଟ ୧୯୬୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସ୍ମିତା ପରିଡ଼ା |
ବାପା/ବୋଉ | ଧନେଶ୍ୱର ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଧ୍ରୁବ ଚରଣ ସାହୁ (ଜନ୍ମ: ୭ ଅଗଷ୍ଟ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଧ୍ରୁବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଧ୍ରୁବ ଚରଣ ସାହୁ ୧୯୬୭ ମସିହାର ଅଗଷ୍ଟ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଧନେଶ୍ୱର ସାହୁ ଏବଂ ପତ୍ନୀଙ୍କ ନାମ ସ୍ମିତା ପରିଡ଼ା ।[୧] ଧ୍ରୁବଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଧ୍ରୁବ ଚରଣ ସାହୁ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]