ଅନୁଭବ ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ଅନୁଭବ ପଟ୍ଟନାୟକ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀସିଦ୍ଧାର୍ଥ ଶେଖର ସିଂହ
ପର ଅଧିକାରୀସୌମ୍ୟ ରଞ୍ଜନ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଖଣ୍ଡପଡ଼ା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ଅନୁଭବ ପଟ୍ଟନାୟକ (ଜନ୍ମ: ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅନୁଭବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅନୁଭବ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Anubhav Patnaik". odishaassembly.nic.in. Odisha Assembly. Retrieved 15 April 2020.