ଅନ୍ତର୍ଯ୍ୟାମୀ ସାହୁ

ଉଇକିପିଡ଼ିଆ‌ରୁ
ଅନ୍ତର୍ଯ୍ୟାମୀ ସାହୁ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ)
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀରଣପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁଅଗଷ୍ଟ ୧, ୨୦୦୩(୨୦୦୩-୦୮-୦୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ଅନ୍ତର୍ଯ୍ୟାମୀ ସାହୁ (ମୃତ୍ୟୁ: ୧ ଅଗଷ୍ଟ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ପରାଧୀନ ଭାରତର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ସ୍ୱାଧୀନତା ପୂର୍ବରୁ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅନ୍ତର୍ଯ୍ୟାମୀ ଭାରତ ସ୍ୱାଧୀନ ହେବା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ଓଡ଼ିଶାରେ ହୋଇଥିବା ୨ୟ ସାଧାରଣ ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାରେ ସେ ୧୯୪୬ ମସିହାରୁ ୧୯୫୨ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ଅନ୍ତର୍ଯ୍ୟାମୀ ସାହୁ ୨୦୦୩ ମସିହାର ଅଗଷ୍ଟ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Antarjyami Sahu". odishaassembly.nic.in. Odisha Assembly. Retrieved 16 April 2020.