ସାହେବ ନାଏକ
ସାହେବ ନାଏକ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ |
ପର ଅଧିକାରୀ | ଭାବଗ୍ରାହୀ ନାୟକ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | ଭାବଗ୍ରାହୀ ନାୟକ |
ପର ଅଧିକାରୀ | ହରିହର କରଣ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୧, ୧୯୨୫ |
ମୃତ୍ୟୁ | ୧୮ ଡିସେମ୍ବର ୧୯୮୯ | (ବୟସ ୬୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ବିମଳା ଦେବୀ |
ବାପା/ବୋଉ | ଅରକ୍ଷିତ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସାହେବ ନାଏକ (୧ ଜାନୁଆରୀ ୧୯୨୫ - ୧୮ ଡିସେମ୍ବର ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସାହେବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସାହେବ ନାଏକ ୧୯୨୫ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅରକ୍ଷିତ ନାୟକ ଏବଂ ପତ୍ନୀଙ୍କ ନାମ ବିମଳା ଦେବୀ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ରୁ କମ ଥିଲା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସାହେବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥଲେ ।[୧]
ମୃତ୍ୟୁ
[ସମ୍ପାଦନା]ସାହେବ ନାଏକ ୧୯୮୯ ମସିହାର ଡିସେମ୍ବର ମାସ ୧୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ।