କାଶୀନାଥ ମଲ୍ଲିକ

ଉଇକିପିଡ଼ିଆ‌ରୁ
କାଶୀନାଥ ମଲ୍ଲିକ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀପୂର୍ଣ୍ଣଚନ୍ଦ୍ର ନାୟକ
ପର ଅଧିକାରୀରୁଦ୍ର ମାଧବ ରାୟ
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1958-04-22) ୨୨ ଅପ୍ରେଲ ୧୯୫୮ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ବିଜୁ ଜନତା ଦଳ
ଜୀବନ ସାଥୀନିରୁପମା ମଲ୍ଲିକ
ବାପା/ବୋଉଅଧିକାରୀ ମଲ୍ଲିକ (ବାପା)
ବୃତ୍ତିରାଜନୀତିଜ୍ଞ

କାଶୀନାଥ ମଲ୍ଲିକ (ଜନ୍ମ: ୨୨ ଅପ୍ରେଲ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । କାଶୀନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କାଶୀନାଥ ମଲ୍ଲିକ ୧୯୫୮ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଧିକାରୀ ମଲ୍ଲିକ ଏବଂ ପତ୍ନୀଙ୍କ ନାମ ନିରୁପମା ମଲ୍ଲିକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କାଶୀନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Kashinath Mallik". odishaassembly.nic.in. Odisha Assembly. Retrieved 1 May 2020.
  2. "Naveen Patnaik loses 3 MLAs to BJP ahead of polls in Odisha". Deccan Chronicle (in English). Bhubaneswar. 22 March 2019. Archived from the original on 23 June 2022. Retrieved 23 June 2022.{{cite news}}: CS1 maint: unrecognized language (link)