କୈଳାଶ ଚନ୍ଦ୍ର ମହାପାତ୍ର

ଉଇକିପିଡ଼ିଆ‌ରୁ
କୈଳାଶ ଚନ୍ଦ୍ର ମହାପାତ୍ର
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀଗଙ୍ଗାଧର ପାଇକରାୟ
ପର ଅଧିକାରୀଗଙ୍ଗାଧର ପାଇକରାୟ
ନିର୍ବାଚନ ମଣ୍ଡଳୀବେଗୁନିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1945-03-02) ୨ ମାର୍ଚ୍ଚ ୧୯୪୫ (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୁଶୀଳା ମହାପାତ୍ର
ବାପା/ବୋଉବଂଶୀଧର ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

କୈଳାଶ ଚନ୍ଦ୍ର ମହାପାତ୍ର (ଜନ୍ମ: ୨ ମାର୍ଚ୍ଚ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କୈଳାଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

କୈଳାଶ ଚନ୍ଦ୍ର ମହାପାତ୍ର ୧୯୪୫ ମସିହାର ମାର୍ଚ୍ଚ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଂଶୀଧର ମହାପାତ୍ର ଏବଂ ପତ୍ନୀଙ୍କ ନାମ ସୁଶୀଳା ମହାପାତ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

କୈଳାଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Kailash Chandra Mohapatra". odishaassembly.nic.in. Odisha Assembly. Retrieved 13 May 2020.