ପ୍ରଶାନ୍ତ କୁମାର ଜଗଦେବ

ଉଇକିପିଡ଼ିଆ‌ରୁ
ପ୍ରଶାନ୍ତ କୁମାର ଜଗଦେବ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀପ୍ରଶାନ୍ତ ନନ୍ଦ
ପର ଅଧିକାରୀରାଜେନ୍ଦ୍ର କୁମାର ସାହୁ
ନିର୍ବାଚନ ମଣ୍ଡଳୀବେଗୁନିଆ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀବିଭୂତି ଭୂଷଣ ହରିଚନ୍ଦନ
ନିର୍ବାଚନ ମଣ୍ଡଳୀଚିଲିକା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ପ୍ରଶାନ୍ତ କୁମାର ଜଗଦେବ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରଶାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ଓ ଚିଲିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଶାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Prasanta Kumar Jagadev". odishaassembly.nic.in. Odisha Assembly. Retrieved 16 May 2020.