ରଘୁନାଥ ରାୟ

ଉଇକିପିଡ଼ିଆ‌ରୁ
ରଘୁନାଥ ରାୟ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପର ଅଧିକାରୀବିଶ୍ୱ ଭୂଷଣ ହରିଚନ୍ଦନ
ନିର୍ବାଚନ ମଣ୍ଡଳୀଚିଲିକା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1927-01-01)୧ ଜାନୁଆରୀ ୧୯୨୭
ମୃତ୍ୟୁ୩୦ ଡିସେମ୍ବର ୨୦୧୦(2010-12-30) (ବୟସ ୮୩)
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀମୀରା ରାୟ
ବାପା/ବୋଉଚୈତନ୍ୟ ରାୟ (ବାପା)
ବୃତ୍ତିରାଜନୀତିଜ୍ଞ

ରଘୁନାଥ ରାୟ (୧ ଜାନୁଆରୀ ୧୯୨୭ - ୩୦ ଡିସେମ୍ବର ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରଘୁନାଥ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଚିଲିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରଘୁନାଥ ରାୟ ୧୯୨୭ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଚୈତନ୍ୟ ରାୟ ଏବଂ ପତ୍ନୀଙ୍କ ନାମ ମୀରା ରାୟ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରଘୁନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ରଘୁନାଥ ରାୟ ୨୦୧୦ ମସିହାର ଡିସେମ୍ବର ମାସ ୩୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ ୧.୬ "Shri Raghunath Ray". odishaassembly.nic.in. Odisha Assembly. Retrieved 18 May 2020. {{cite web}}: Cite has empty unknown parameter: |dead-url= (help)