ପ୍ରଫୁଲ୍ଲ ମିଶ୍ର

ଉଇକିପିଡ଼ିଆ‌ରୁ
ପ୍ରଫୁଲ୍ଲ ମିଶ୍ର
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀସନ୍ତୋଷ କୁମାର ପ୍ରଧାନ
ପର ଅଧିକାରୀଅଦ୍ୱୈତ ପ୍ରସାଦ ସିଂହ
ନିର୍ବାଚନ ମଣ୍ଡଳୀଅନୁଗୋଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1938-04-20)ଅପ୍ରେଲ ୨୦, ୧୯୩୮
ମୃତ୍ୟୁ୨୩ ମାର୍ଚ୍ଚ ୧୯୯୮(1998-03-23) (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀବାସନ୍ତି କୁମାରୀ ଦେବୀ
ବାପା/ବୋଉଲକ୍ଷ୍ମଣ ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରଫୁଲ୍ଲ ମିଶ୍ର (୨୦ ଅପ୍ରେଲ ୧୯୩୮ - ୨୩ ମାର୍ଚ୍ଚ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପ୍ରଫୁଲ୍ଲ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରଫୁଲ୍ଲ ମିଶ୍ର ୧୯୩୮ ମସିହାର ଅପ୍ରେଲ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲକ୍ଷ୍ମଣ ମିଶ୍ର ଓ ପତ୍ନୀଙ୍କ ନାମ ବାସନ୍ତି କୁମାରୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଫୁଲ୍ଲ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ପ୍ରଫୁଲ୍ଲ ୧୯୯୮ ମସିହାର ମାର୍ଚ୍ଚ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Prafulla Mishra". odishaassembly.nic.in. Odisha Assembly. Retrieved 25 June 2020.