ଦୁତିଅ ରାଉଳ

ଉଇକିପିଡ଼ିଆ‌ରୁ
ଦୁତିଅ ରାଉଳ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀକ୍ଷେତ୍ର ମୋହନ ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀଆଠମଲ୍ଲିକ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ଦୁତିଅ ରାଉଳ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦୁତିଅ ଓଡ଼ିଶା ରାଜନୀତିରେ ଜଣେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ପ୍ରଥମ ଓଡ଼ିଶା ବିଧାନ ସଭାର ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Dwitiya Roul". odishaassembly.nic.in. Odisha Assembly. Retrieved 28 June 2020.