ପଦ ନାଏକ
ପଦ ନାଏକ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପର ଅଧିକାରୀ | ନବଘନ ନାୟକ |
ନିର୍ବାଚନ ମଣ୍ଡଳୀ | ଛେଣ୍ଡିପଦା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୨୪, ୧୯୨୪ |
ମୃତ୍ୟୁ | ୩ ନଭେମ୍ବର ୧୯୯୧ | (ବୟସ ୬୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଯମୁନା ଦେଇ |
ବାପା/ବୋଉ | ଉଚ୍ଛବ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପଦ ନାଏକ (୨୪ ଜାନୁଆରୀ ୧୯୨୪ - ୩ ନଭେମ୍ବର ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପଦ ନାଏକ ୧୯୨୪ ମସିହାର ଜାନୁଆରୀ ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଉଚ୍ଛବ ନାଏକ ଓ ପତ୍ନୀଙ୍କ ନାମ ଯମୁନା ଦେଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପଦ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]ପଦ ନାଏକ ୧୯୯୧ ମସିହାର ନଭେମ୍ବର ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Pada Naik". odishaassembly.nic.in. Odisha Assembly. Retrieved 9 July 2020.
- ↑ "BJP may push congo to 3rd slot in Chhendipada - OrissaPOST". Odisha News, Odisha Latest news, Odisha Daily - OrissaPOST. 21 March 2019. Retrieved 11 July 2020.