ମଦନ ମୋହନ ପ୍ରଧାନ

ଉଇକିପିଡ଼ିଆ‌ରୁ
ମଦନ ମୋହନ ପ୍ରଧାନ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀପବିତ୍ର ମୋହନ ପ୍ରଧାନ
ପର ଅଧିକାରୀକୁମାର ଚନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀତାଳଚେର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1904-05-18)ମଇ ୧୮, ୧୯୦୪
ମୃତ୍ୟୁ୧୧ ଅକ୍ଟୋବର ୧୯୯୩(1993-10-11) (ବୟସ ୮୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ମଦନ ମୋହନ ପ୍ରଧାନ (୧୮ ମଇ ୧୯୦୪ - ୧୧ ଅକ୍ଟୋବର ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମଦନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ତାଳଚେର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମଦନ ମୋହନ ପ୍ରଧାନ ୧୯୦୪ ମସିହାର ମଇ ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପାଣ୍ଡବ ପ୍ରଧାନ ଓ ପତ୍ନୀଙ୍କ ନାମ ମେନକା ପ୍ରଧାନ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମଦନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ମଦନ ମୋହନ ପ୍ରଧାନ ୧୯୯୩ ମସିହାର ଅକ୍ଟୋବର ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Madan Mohan Pradhan". odishaassembly.nic.in. Odisha Assembly. Retrieved 14 July 2020.