ଭିକାରୀ ସୁନା

ଉଇକିପିଡ଼ିଆ‌ରୁ
ଭିକାରୀ ସୁନା
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀଭାନୁ ଗଙ୍ଗ ତ୍ରିଭୁବନ ଦେବ
ପର ଅଧିକାରୀଅଭିମନ୍ୟୁ କୁମ୍ଭାର
ନିର୍ବାଚନ ମଣ୍ଡଳୀରେଢ଼ାଖୋଲ
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୨ ସେପ୍ଟେମ୍ବର ୧୯୭୯(୧୯୭୯-୦୯-୧୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଅନ୍ନପୂର୍ଣ୍ଣା ସୁନା
ବାପା/ବୋଉଲବ ସୁନା (ବାପା)
ବୃତ୍ତିରାଜନୀତିଜ୍ଞ

ଭିକାରୀ ସୁନା (ମୃତ୍ୟ: ୧୨ ସେପ୍ଟେମ୍ବର ୧୯୭୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଭିକାରୀ ସୁନାଙ୍କ ବାପାଙ୍କ ନାମ ଲବ ସୁନା ଓ ପତ୍ନୀଙ୍କ ନାମ ଅନ୍ନପୂର୍ଣ୍ଣା ସୁନା । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ଭିକାରୀ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ଭିକାରୀ ସୁନା ୧୯୭୯ ମସିହାର ସେପ୍ଟେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Bhikhari Suna". odishaassembly.nic.in. Odisha Assembly. Retrieved 7 September 2020.