ସତ୍ୟ ନାରାୟଣ ପ୍ରଧାନ

ଉଇକିପିଡ଼ିଆ‌ରୁ
ସତ୍ୟ ନାରାୟଣ ପ୍ରଧାନ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀରେମିସ କେରକେଟା
ପର ଅଧିକାରୀଜର୍ଜ ତିର୍କୀ
ନିର୍ବାଚନ ମଣ୍ଡଳୀବୀରମିତ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1936-07-15)୧୫ ଜୁଲାଇ ୧୯୩୬
ମୃତ୍ୟୁ୯ ଜାନୁଆରୀ ୨୦୧୩(2013-01-09) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀଖିର ପ୍ରଧାନ
ବାପା/ବୋଉସଦାଶିବ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ସତ୍ୟ ନାରାୟଣ ପ୍ରଧାନ (୧୫ ଜୁଲାଇ ୧୯୩୬ - ୯ ଜାନୁଆରୀ ୨୦୧୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସତ୍ୟ ନାରାୟଣ ପ୍ରଧାନ ୧୯୩୬ ମସିହାର ଜୁଲାଇ ମାସ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦାଶିବ ପ୍ରଧାନ ଓ ପତ୍ନୀଙ୍କ ନାମ ଖିର ପ୍ରଧାନ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ସତ୍ୟ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ସତ୍ୟ ନାରାୟଣ ପ୍ରଧାନ ୨୦୧୩ ମସିହାରୁ ଜାନୁଆରୀ ୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Satyanarayan Pradhan". odishaassembly.nic.in. Odisha Assembly. Retrieved 16 October 2020.