ନିହାର ସୁରିନ

ଉଇକିପିଡ଼ିଆ‌ରୁ
ନିହାର ସୁରିନ
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀଜର୍ଜ ତିର୍କୀ
ପର ଅଧିକାରୀଜର୍ଜ ତିର୍କୀ
ନିର୍ବାଚନ ମଣ୍ଡଳୀବୀରମିତ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1962-06-20) ୨୦ ଜୁନ ୧୯୬୨ (ବୟସ ୬୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା
ଜୀବନ ସାଥୀଫ୍ରାନ୍ସିସ୍କା ସୁରିନ
ବାପା/ବୋଉକ୍ରିଷ୍ଟ ସହାୟ ସୁରିନ (ବାପା)
ବୃତ୍ତିରାଜନୀତିଜ୍ଞ

ନିହାର ସୁରିନ (ଜନ୍ମ: ୨୦ ଜୁନ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ନିହାର ସୁରିନ ୧୯୬୨ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କ୍ରିଷ୍ଟ ସହାୟ ସୁରିନ ଓ ପତ୍ନୀଙ୍କ ନାମ ଫ୍ରାନ୍ସିସ୍କା ସୁରିନ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ନିହାର ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ "Shri Nihar Surin". odishaassembly.nic.in. Odisha Assembly. Retrieved 17 October 2020.
  3. "ଛନକା ଭରୁଛି ବୀରମିତ୍ରପୁର | Kanak News". Kanak News (in ଓଡ଼ିଆ). kanaknews.com. 12 March 2019. Archived from the original on 17 October 2020. Retrieved 17 October 2020.{{cite news}}: CS1 maint: unrecognized language (link)