ଜର୍ଜ ତିର୍କୀ

ଉଇକିପିଡ଼ିଆ‌ରୁ
ଜର୍ଜ ତିର୍କୀ
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୯
ପୂର୍ବ ଅଧିକାରୀନିହାର ସୁରିନ
ପର ଅଧିକାରୀଜର୍ଜ ତିର୍କୀ
ନିର୍ବାଚନ ମଣ୍ଡଳୀବୀରମିତ୍ରପୁର
ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୪
ପୂର୍ବ ଅଧିକାରୀସତ୍ୟ ନାରାୟଣ ପ୍ରଧାନ
ପର ଅଧିକାରୀନିହାର ସୁରିନ
ନିର୍ବାଚନ ମଣ୍ଡଳୀବୀରମିତ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1958-05-29) ୨୯ ମଇ ୧୯୫୮ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସମତା କ୍ରାନ୍ତି ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା
ଜୀବନ ସାଥୀନମିତା ତିର୍କୀ
ବାପା/ବୋଉଲାଜରୁସ୍ ତିର୍କୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜର୍ଜ ତିର୍କୀ (ଜନ୍ମ: ୨୯ ମଇ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ ଚାରିଥର କରିଛନ୍ତି । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଜର୍ଜ ତିର୍କୀ ୧୯୫୮ ମସିହାର ମଇ ମାସ ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲାଜରୁସ୍ ତିର୍କୀ ଓ ପତ୍ନୀଙ୍କ ନାମ ନମିତା ତିର୍କୀ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ଜର୍ଜ ଓଡ଼ିଶା ରାଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି ।[୨]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ବୀରମିତ୍ରପୁର ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ବୀରମିତ୍ରପୁର ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ବୀରମିତ୍ରପୁର ସ୍ୱାଧୀନ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ବୀରମିତ୍ରପୁର ସମତା କ୍ରାନ୍ତି ଦଳ

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ "Shri George Tirkey". odishaassembly.nic.in. Odisha Assembly. Retrieved 19 October 2020.