ପ୍ରେମଚାନ୍ଦ ଭଗତ
ଦେଖଣା
ପ୍ରେମଚାନ୍ଦ ଭଗତ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ଖ୍ରୀଷ୍ଟୋଦାସ ଲୁଗୁନ |
ପର ଅଧିକାରୀ | ଜୁନାସ ବିଲୁଙ୍ଗ |
ନିର୍ବାଚନ ମଣ୍ଡଳୀ | ବୀରମିତ୍ରପୁର |
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ରଙ୍ଗବଲ୍ଲଭ ଅମାତ |
ପର ଅଧିକାରୀ | ଇଗ୍ନେସ ମାଝୀ |
ନିର୍ବାଚନ ମଣ୍ଡଳୀ | ରାଜଗାଙ୍ଗପୁର |
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ନିର୍ବାଚନ ମଣ୍ଡଳୀ | ବିଶ୍ରା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ଜୁନ ୧୯୩୧ |
ମୃତ୍ୟୁ | ୧୫ ଅପ୍ରେଲ ୧୯୯୮ | (ବୟସ ୬୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ମଇନା ଦେବୀ |
ବାପା/ବୋଉ | ପୂରଣ ଭଗତ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପ୍ରେମଚାନ୍ଦ ଭଗତ (୧୧ ଜୁନ ୧୯୩୧ - ୧୫ ଅପ୍ରେଲ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭, ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର, ବିଶ୍ରା ଓ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପ୍ରେମଚାନ୍ଦ ଭଗତ ୧୯୩୧ ମସିହାର ଜୁନ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୂରଣ ଭଗତ ଓ ପତ୍ନୀଙ୍କ ନାମ ମଇନା ଦେବୀ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ପ୍ରେମଚାନ୍ଦ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଏହା ପୂର୍ବରୁ ସେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ବିଶ୍ରା | ସ୍ୱତନ୍ତ୍ର ପାର୍ଟି |
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ରାଜଗାଙ୍ଗପୁର | ସ୍ୱତନ୍ତ୍ର ପାର୍ଟି |
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ବୀରମିତ୍ରପୁର | ଜନତା ପାର୍ଟି |
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "Shri Premchand Bhagat". odishaassembly.nic.in. Odisha Assembly. Retrieved 19 October 2020.