ଅଜିତ ଦାସ (ରାଜନେତା)

ଉଇକିପିଡ଼ିଆ‌ରୁ
ଅଜିତ ଦାସ
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀପ୍ରଭାତ ମହାପାତ୍ର
ପର ଅଧିକାରୀଶାରଦା ପ୍ରସାଦ ନାୟକ
ନିର୍ବାଚନ ମଣ୍ଡଳୀରାଉରକେଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1949-07-04)୪ ଜୁଲାଇ ୧୯୪୯
ମୃତ୍ୟୁ୨୫ ଅଗଷ୍ଟ ୨୦୦୯(2009-08-25) (ବୟସ ୬୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀନମିତା ଦାସ
ବାପା/ବୋଉଗଣେଶ୍ୱର ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଅଜିତ ଦାସ (୪ ଜୁଲାଇ ୧୯୪୯ - ୨୮ ଅଗଷ୍ଟ ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଜିତ ଦାସ ୧୯୪୯ ମସିହାର ଜୁଲାଇ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗଣେଶ୍ୱର ଦାସ ଏବଂ ମାଆଙ୍କ ନାମ ନମିତା ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଜିତ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅଜିତ ୨୦୦୯ ମସିହାର ଅଗଷ୍ଟ ୨୮ ତାରିଖରେ ୬୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ । [୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Ajit Das". odishaassembly.nic.in. Odisha Assembly. Retrieved 25 November 2020.